ବାଇବଲ · Indian Revised Version (Odia)

ଗୀତସଂହିତା 117

1 ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।

2 କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Indian Revised Version (Odia) — © 2017, 2019, 2021 Bridge Connectivity Solutions — CC BY-SA 4.0