ଆଜିର ବାକ୍ୟ · 2026-10-26

ହିତୋପଦେଶ 3:5-6

ବିଶ୍ୱାସ

ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ। ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।

Indian Revised Version (Odia) — © 2017, 2019, 2021 Bridge Connectivity Solutions — CC BY-SA 4.0

Trust in Yahweh with all your heart, and don’t lean on your own understanding. In all your ways acknowledge him, and he will make your paths straight.

Proverbs 3:5-6 · World English Bible