ଆଜିର ବାକ୍ୟ · 2026-10-30

ଗୀତସଂହିତା 103:1-2

ଧନ୍ୟବାଦ

ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;

Indian Revised Version (Odia) — © 2017, 2019, 2021 Bridge Connectivity Solutions — CC BY-SA 4.0

Praise Yahweh, my soul! All that is within me, praise his holy name! Praise Yahweh, my soul, and don’t forget all his benefits,

Psalms 103:1-2 · World English Bible