ଆଜିର ବାକ୍ୟ · 2026-11-06
ପ୍ରଥମ ରାଜାବଳୀ 17:14
ଈଶ୍ୱରଙ୍କ ଯୋଗାଣ
କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”
Indian Revised Version (Odia) — © 2017, 2019, 2021 Bridge Connectivity Solutions — CC BY-SA 4.0
For Yahweh, the God of Israel, says, ‘The jar of meal will not run out, and the jar of oil will not fail, until the day that Yahweh sends rain on the earth.’”